Masthead

ଝାରପଡ଼ା ଜେଲରେ ରେଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଝାରପଡ଼ା ଜେଲରେ କମିସନରେଟ୍‌ ପୋଲିସର ରେଡ୍‌ । ଜେଲରେ ଗ୍ୟାଙ୍ଗୱାର ପରେ ଡିସିପିଙ୍କ ନେତୃତ୍ୱରେ ରେଡ୍‌ । ଜେଲର ପ୍ରତ୍ୟେକ ସେଲ୍‌ରେ ସ୍ପେଶାଲ ଟିମ୍‌ର ଛାନଭିନ୍‌ । ଡିସିପି ପ୍ରତୀକ୍ ସିଂହଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ୍ ଜେଲରେ ପହଁଚି ରେଡ୍ ଚଲାଇଛି । ଗତକାଲି ଜେଲ୍ ପରିସରରେ ଗ୍ୟାଙ୍ଗୱାର ପରେ କମିସନରେଟ୍ ପୋଲିସ ଏହି ରେଡ୍ କରିଛି । ଜେଲର ପ୍ରତ୍ୟେକ ସେଲରେ ଛାନବିନ୍ କରାଯାଉଛି । ପ୍ରତ୍ୟେକ ୱାର୍ଡରେ ଛାନବିନ୍ କରାଯାଉଛି ।

ଡିସିପିଙ୍କ ସମେତ ବିଭିନ୍ନ ଜୋନର ପାଖାପାଖି ୬ ଜଣ ଏସିପି ମଧ୍ୟ ଏହି ଚଢାଉରେ ସାମିଲ ହୋଇଛନ୍ତି । ଗତକାଲି ଝାରପଡା ଭିତରେ ଗ୍ୟାଙ୍ଗୱାରର ଖବର ଆସିଥିଲା । ଦୁଇ ଗୋଷ୍ଠୀ ମଧ୍ୟରେ ପିଟାପିଟି ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ଏହି ଆକ୍ରମଣରେ ୪ରୁ ଅଧିକ କଏଦୀ ଗୁରୁତର ହୋଇଥିଲେ । ସେମାନଙ୍କୁ ଜେଲ ହସ୍ପିଟାଲରେ ପ୍ରାଥମିକ ଚିକିତ୍ସା ପରେ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା