Masthead

ବେଆଇନ ପଥର ଖାଦାନରେ ଚଢାଉ

ଟାଙ୍ଗୀ, (ବଡ଼ ଖବର ବ୍ୟୁରୋ): କରୋନା କାଳରେ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ତହସିଲ ଅଞ୍ଚଳରେ ମାତିଛନ୍ତି ପଥର ମାଫିଆ । ଆଜି ପୂର୍ବାହ୍ନରେ ଟାଙ୍ଗୀ ତହସିଲଦାରଙ୍କ ନେତୃତ୍ୱରେ ଛଣଗିରି ଓ ପାତ୍ରପଡ଼ା ଜଙ୍ଗଲରେ ଚଢଉ କରି ଗୋଟିଏ ଟ୍ରକ ସମେତ ଗୋଟିଏ ଜେସିବି ମେସିନ, ଗୋଟିଏ ଟ୍ରାକ୍ଟର ଓ ଚାରୋଟି ପାୱାରଟିଲର ମେସିନ ଜବତ କରାଯାଇଛି ।

ଚଢଉ ବେଳେ ମାଫିଆମାନେ ଖସିଯିବାକୁ ସକ୍ଷମ ହୋଇଛନ୍ତି । ଟାଙ୍ଗୀ ତହସିଲ ଅଞ୍ଚଳରେ ବାରମ୍ବାର ଚଢଉ ସତ୍ତେ୍ୱ ପଥର ମାଫିଆମାନେ ଖସିଯାଇ ବେଧଢକ ଭାବେ ପଥର ଲୁଟରେ ମାତିଛନ୍ତି । ଆଜି ଜବତ ହୋଇଥିବା ଗାଡ଼ିଗୁଡିକୁ ଜଙ୍କିଆ ଥାନା ଓ ଭୁଷଣ୍ଡପୁର ଫାଣ୍ଡିରେ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା