Masthead

ସମ୍ବଲପୁର ମଣ୍ଡଳ କାରାଗାରରେ ଅଚାନକ ରେଡ୍

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ମଣ୍ଡଳ ଜେଲରେ ମାଦକ ଦ୍ରବ୍ୟ ଯାଞ୍ଚ ପାଇଁ ଚଢାଉ । ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଭୋର ୩.୩୦ ରୁ ୨୨ଟି ଓ୍ବାର୍ଡରେ ରହୁଥିବା ୫୭୬ ଅନ୍ତେବାସୀଙ୍କ ଆସବାବପତ୍ର ଯାଞ୍ଚ କରାଯାଇଛି । ଚଢାଉ ବେଳେ ବିପୁଳ ପରିମାଣର ମାଦକ ଦ୍ରବ୍ୟ, ଖଇନି, ଅମୃତାଂଜନ, ଗୁଟଖା ଜବତ ହୋଇଛି । ରେଡ୍ରେ ୭ଜଣ ଇନସ୍ପେକ୍ଟର, ୨ଜଣ ଏସଡିପିଓ, ୪ ପ୍ଲାଟୁନ ପୋଲିସ ଫୋର୍ସ, ଜଣେ ଅତିରିକ୍ତ ଏସପି ସାମିଲ ହୋଇଛନ୍ତି । ସୂଚନା ମୁତାବକ, ସମ୍ବଲପୁର ମଣ୍ଡଳ ଜେଲ୍ରେ ମାଦକଦ୍ରବ୍ୟ ଯାଞ୍ଚ ପାଇଁ ଶୁକ୍ରବାର ଭୋର ୩.୩୦ରୁ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ରେଡ୍ କରାଯାଇଥିଲା ।

ଏହି ରେଡ୍ରେ ୭ଜଣ ଇନସ୍ପେକ୍ଟର, ୨ଜଣ ଏସଡିପିଓ, ୪ ପ୍ଲାଟୁନ ପୋଲିସ ଫୋର୍ସ, ଜଣେ ଅତିରିକ୍ତ ଏସପି ସାମିଲ ଥିଲେ । ଜେଲ୍ର ୨୨ ଟି ୱାର୍ଡରେ ରହୁଥିବା ୫୭୬ ଅନ୍ତେବାସୀଙ୍କ ଆସବାବପତ୍ର ଯାଞ୍ଚ କରାଯାଇଥିଲା । ଏହି ଚଢାଉରେ ବିପୁଳ ପରିମାଣର ମାଦକ ଦ୍ରବ୍ୟ, ଖଇନି, ଅମୃତାଂଜନ, ଗୁଟଖା ଜବତ କରାଯାଇଛି । ଏନେଇ ସମ୍ବଲପୁର ଅତିରିକ୍ତ ଏସପି ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ