Masthead

ସରିଲା ରେଡ, ଫେରିଗଲେ ଆଇଟି ଟିମ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସରିଲା ରେଡ । ଫେରିଗଲେ ଆଇଟି ଟିମ୍ । ବ୍ରଜ କିଶୋର ଦାସଙ୍କ ଘରେ ସରିଲା ଆଇଟି ଟିମ୍‌ର ତନାଘନା । ଲଗାତାର ୪ ଦିନ ଧରି ରେଡ୍ ପରେ ଫେରିଗଲେ ଆଇଟି ଟିମ୍ । ଆୟକର ଫାଙ୍କି ଅଭିଯୋଗରେ ଚଢ଼ାଉ କରିଥିଲା ଆୟକର ଟିମ୍ । ରେଡ୍‌ ପରେ ବ୍ରଜ ଦାସ କିମ୍ବା ଆୟକର ବିଭାଗ ପକ୍ଷରୁ ପ୍ରତିକ୍ରିୟା ମିଳିନି । ଗତ ୧୭ରୁ ଲଗାତାର ୪ ଦିନ ଧରି ରେଡ୍‌ କରିଥିଲା ଆଇଟି ଟିମ୍‌ । ଆୟକର ଫାଙ୍କିବା ଅଭିଯୋଗରେ ଏହି ରେଡ କରାଯାଇଥିଲା। ବହୁତ ପୂର୍ବରୁ ବ୍ରଜ ଆୟକର ଟ୍ୟାକ୍ସ ଦେଉନଥିଲେ ,୪ ବର୍ଷ ପୂର୍ବରୁ ମଧ୍ୟ ବ୍ରଜଙ୍କ ଘରେ ଆଇଟି ରେଡ୍ ହୋଇଥିଲା । ଏହା ଦ୍ବିତୀୟ ବାର ରେଡ୍ ହେଉଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ