Masthead

ତୃତୀୟ ଦିନରେ ଚାଲିଛି ବ୍ରଜ ଦାସଙ୍କ ଘରେ ରେଡ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତୃତୀୟ ଦିନରେ ଚାଲିଛି ବ୍ରଜ ଦାସଙ୍କ ଘରେ ରେଡ୍ । ନବ ଦାସଙ୍କ ଭାଇ ବ୍ରଜକିଶୋର ଦାସଙ୍କ ଘରେ ଆଇଟି ରେଡ୍ । ସମ୍ବଲପୁର ଧନକଉଡ଼ା ସ୍ଥିତ ଘର ଓ ଅଫିସରେ ଆୟକର ଟିମର ରେଡ୍ । ଲଗାତାର ଦୁଇ ଦିନ ଧରି ଆୟକର ବିଭାଗ କର୍ମଚାରୀମାନେ ଚଢ଼ାଉ କରିଥିଲେ ବି ଏହା ସରି ନାହିଁ ରେଡ୍ ।

ଆଜି ତୃତୟ ଦିନରେ ପୁଣି ସକାଳୁ ସକାଳୁ ରେଡ୍‌ ଆରମ୍ଭ ହୋଇଛି । ବ୍ରଜଙ୍କ ସମ୍ପତ୍ତି ଆୟର ସୂତ୍ର ବାବଦରେ ଛାନଭିନ କରୁଛନ୍ତି ଆୟକର ଅଧିକାରୀ । ଚଢ଼ାଉ ଚାଲିଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ଘର ବାହାରେ ସୁରକ୍ଷାକର୍ମୀ ମଧ୍ୟ ମୁତୟନ ହୋଇଛନ୍ତି । କେବେଠୁ ବ୍ରଜ ଆୟକର ଟ୍ୟାକ୍ସ ଦେଉନଥିଲେ, ତାଙ୍କ ଉପରେ କେତେ ଟଙ୍କାର ବକେୟା ଟିକସ୍ ରହିଛି ସେସବୁର ଖୋଳତାଡ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା