Masthead

ପୁରୀରେ ଖଜା ଗୋଦାମରେ ରେଡ୍

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀ ସହରର କାଳିକାଦେବୀ ସାହିସ୍ଥିତ ଏକ ଖଜା ଭାଟିରେ ପୁରୀ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ଭାଟିକୁ ସିଲ୍‌ କରାଯାଇଛି । ଏଥିସହ ସହରର ଏକାଧିକ ଖଜା ଭାଟିରେ ମଧ୍ୟ ଚଢ଼ାଉ କରାଯାଇଥିବା ସୂଚନା ମିଳିଛି । ଚଢ଼ାଉ ସମୟରେ କେତେକ ଭାଟିରେ ଅପରିଷ୍କାର ଓ ଅପ୍ରୀତିକର ପରିବେଶରେ ଖଜା ପ୍ରସ୍ତୁତ ହେଉଥିବା ଦେଖାଯାଇଥିବା ବେଳେ, ଖଜା ପ୍ରସ୍ତୁତିରେ ନିମ୍ନମାନର ତେଲ ବ୍ୟବହାର ହେଉଥିବା ନେଇ ମଧ୍ୟ ଅଭିଯୋଗ ରହିଛି। ପୁରୀର ପ୍ରସିଦ୍ଧ ଖଜାର ଗୁଣବତ୍ତା ଓ ଖାଦ୍ୟ ସୁରକ୍ଷାକୁ ନେଇ ପୋଲିସର ଏହି ଚଢ଼ାଉ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ..