Masthead

ନକଲି ଗୁଟଖା କମ୍ପାନୀରେ ଚଢ଼ାଉ

କଟକ (ବଡ଼ ଖବର ବ୍ୟୁରୋ): ଆକ୍ସନ ମୁଡରେ କମିଶନରେଟ ପୋଲିସ । କଟକ ଜଗତପୁର ନୂତନ ଶିଳ୍ପାଞ୍ଚଳ ଫେଜ-୩ ରେ ଥିବା ନକଲି ଗୁଟଖା କମ୍ପାନୀରେ ଚଢ଼ାଉ କରିଛି ପୋଲିସ । କାରଖାନାର ମାଲିକ ଓ କର୍ମଚାରୀ ଫେରାର ଥିବା ବେଳେ ଲକ୍ଷାଧିକ ଟଙ୍କାର ପାନମସଲା ଜବତ କରିଛି ପୋଲିସ।
କିଛିଦିନ ମଧ୍ୟରେ କମିଶନରେଟ ପୋଲିସ କଟକର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ନକଲି ଖାଦ୍ୟ ତଥା ମସଲା ଇତ୍ୟାଦି ପ୍ରଚୁର ଜବତ କରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା