Masthead

ଲକ୍ଷାଧିକ ଟଙ୍କାର କାଠ ଜବତ

କୋଟପାଡ଼ (ବଡ଼ ଖବର ବ୍ୟୁରୋ): କୋଟପାଡ଼ ବନ ବିଭାଗର ବଡ଼ ସଫଳତା । କୋଟପାଡ଼ ବ୍ଲକ ସର୍ଗିଗୁଡା ପଞ୍ଚାୟତ ପୂଜାରୀଗୁଡ଼ାରେ ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କାଠ ଥିବା ସୂଚନା ପାଇଥିଲା ବନ ବିଭାଗ । ଜିଲ୍ଲା ବନ ଅଧିକାରୀ ଓ କୋଟପାଡ଼ ରେଞ୍ଜର ଲିସମିତା କହଁଁରଙ୍କ ଟିମ୍ ପୂଜାରୀଗୁଡାରେ ଛାନଭିନ୍ କରିଥିଲେ । ୪ଜଣଙ୍କ ଘରେ ଛାନଭିନ୍ କରାଯାଇଥିବା ବେଳେ ବୈଦ୍ୟନାଥ ହରିଜନଙ୍କ ଘରୁ ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କାଠ ଜବତ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ