ଲକ୍ଷାଧିକ ଟଙ୍କାର କାଠ ଜବତ

କୋଟପାଡ଼ (ବଡ଼ ଖବର ବ୍ୟୁରୋ): କୋଟପାଡ଼ ବନ ବିଭାଗର ବଡ଼ ସଫଳତା । କୋଟପାଡ଼ ବ୍ଲକ ସର୍ଗିଗୁଡା ପଞ୍ଚାୟତ ପୂଜାରୀଗୁଡ଼ାରେ ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କାଠ ଥିବା ସୂଚନା ପାଇଥିଲା ବନ ବିଭାଗ । ଜିଲ୍ଲା ବନ ଅଧିକାରୀ ଓ କୋଟପାଡ଼ ରେଞ୍ଜର ଲିସମିତା କହଁଁରଙ୍କ ଟିମ୍ ପୂଜାରୀଗୁଡାରେ ଛାନଭିନ୍ କରିଥିଲେ । ୪ଜଣଙ୍କ ଘରେ ଛାନଭିନ୍ କରାଯାଇଥିବା ବେଳେ ବୈଦ୍ୟନାଥ ହରିଜନଙ୍କ ଘରୁ ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କାଠ ଜବତ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ