Masthead

ଲକ୍ଷାଧିକ ଟଙ୍କାର ବାଣ ଜବତ

ପୁରୀ (ବଡ଼ ଖବର ବ୍ୟୁରୋ) ତ୍ପୁରୀ ଜିଲ୍ଲା ନୟାହାଟ ପୋଲିସ ଚଢ଼ଉ କରି ଲକ୍ଷାଧିକ ଟଙ୍କାର ବାଣ ଜବତ କରିଛି । ଦୁଇଜଣଙ୍କୁ ଗିରଫ ମଧ୍ୟ କରାଯାଇଛି । ଗିରଫ ବ୍ୟବସାୟୀ ଦ୍ୱୟ ହେଲେ ସନ୍ତୋଷ ଓ ସୁବାଶିଷ । ଜବତ ହୋଇଥିବା ବାଣର ମୂଲ୍ୟ ୫ଲକ୍ଷରୁ ଅଧିକ ହେବ ପୋଲିସ ପକ୍ଷରୁ କୁହାଯାଇଛି ।

ଚଳିତ ବର୍ଷ କରୋନା ଲାଗି ଦୀପାବଳିରେ ବାଣ ନ ଫୁଟାଇବାକୁ ସରକାରଙ୍କ ପକ୍ଷରୁ ଗାଇଡ ଲାଇନ ଜାରି କରାଯାଇଛି । ବେଆଇନ ବାଣ ତିଆରି କରାଯାଉଥିବା ପୋଲିସ ଖବର ପାଇବା ପରେ ଚଢ଼ଉ କରିଛି । ଅଗ୍ନିଶମ କର୍ମଚାରୀମାନେ ବାଣଗୁଡିକୁ ପାଣି ପକାଇ ଓଦା କରି ନଷ୍ଟ କରିଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ