Masthead

ଶିକ୍ଷୟତ୍ରୀଙ୍କୁ ବଦଳି ଦାବିରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ

ରାଇଘର (ବଡ଼ ଖବର ବ୍ୟୁରୋ): ନବରଙ୍ଗପୁର ଜିଲ୍ଲା ସଦର ବ୍ଲକ ଛଟାହାଣ୍ଡି ସରକାରୀ ସ୍କୁଲରେ ପ୍ରଧାନ ଶିକ୍ଷୟତ୍ରୀ ସୌଦାମିନୀ ବେହେରାଙ୍କ ବଦଳି ଓ ଏସଏମସି ସଭାପତି ପ୍ରହଲ୍ଲାଦ କୁମ୍ଭାରଙ୍କ ପରିବର୍ତ୍ତନ ଦାବିରେ ନବରଙ୍ଗପୁର କୋଡୀଙ୍ଗା ରାସ୍ତାକୁ ଚଟାହାଣ୍ଡି ଛକରେ ଛାତ୍ରଛାତ୍ରୀ ଓ ଅଭିଭାବକ ଅବରୋଧ କରି ରଖିବା ସହ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ବିଦ୍ୟାଳୟ ଭିତରେ ତାଲା ପକାଇ ରଖିଛନ୍ତି ।

ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଅଭଯୋଗ ସଭାପତି ଓ ଶିକ୍ଷୟତ୍ରୀ ମାଧ୍ୟାନ୍ନ ଭୋଜନରେ ହେରଫେର କରି ନିମ୍ନମାନର ଖାଦ୍ୟ ଦେଉଛନ୍ତି । ବିଦ୍ୟାଳୟ ଶିକ୍ଷା ଦାନରେ ଅବବ୍ୟସ୍ଥା ସହ ଛାତ୍ର ଛାତ୍ରୀଙ୍କୁ ବ୍ୟବହାର ଖରାପ କରିବା ଭଳି ଅଭିଯୋଗ ଆଣିଛନ୍ତି । ଯାହାକୁ ନେଇ ନବରଙ୍ଗପୁର କୋଡୀଙ୍ଗା ରାସ୍ତାକୁ ଚଟାହାଣ୍ଡି ଛକରେ ଛାତ୍ରଛାତ୍ରୀ ଓ ଅଭିଭାବକ ଅବରୋଧ କରିଛନ୍ତି । ଫଳରେ ଯାତାୟାତ ଠପ ହୋଇଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ