Masthead

ସଡ଼କ ଦୁର୍ଘଟଣାରେ ବୃଦ୍ଧାଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତା ଅବରୋଧ

ରାଇଘର(ବଡ଼ ଖବର ବ୍ୟୁରୋ): ନବରଙ୍ଗପୁର ସାନଭରଣ୍ଡିରେ ସଡ଼କ ଦୁର୍ଘଟଣାରେ ବୃଦ୍ଧାଙ୍କ ମୃତ୍ୟୁ । କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତା ରୋକ । ଫଳରେ ନବରଂଗପୁରରୁ ଉମରକୋଟ ଯୋଗାଯୋଗ ବିଚ୍ଛିନ୍ନ। ସୁଚନା ଅନୁଯାୟୀ ନବରଙ୍ଗପୁର ଜିଲ୍ଲା ଉମରକୋଟ ଥାନା ସାନଭରଣ୍ଡି ଗ୍ରାମ ୩୯ ନମ୍ୱର୍ ରାଜ୍ୟ ରାଜପଥରେ ଛତୁ ବୋଝେଇ ପିକ ଅପ୍ ଗାଡ଼ି ରାୟପୁର ଠାରୁ ନବରଂଗପୁର ଛତୁ ନେଇ ଯାଉଥିବା ସମୟରେ ସାନଭରଣ୍ଡି ଗ୍ରାମରେ ଗୌରୀ ମାଝୀ ନାମକ ମହିଳା ରାସ୍ତା ପାର କରୁଥିବା ସମୟରେ ଭ୍ୟାନ ଟି ଧକ୍କା ଦେଇଥିଲା ।

ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା । ଯାହାକୁ ନେଇ ଗ୍ରାମବାସୀ ଓ ପରିବାର ଲୋକ କ୍ଷତିପୂରଣ ଦାବିରେ ମୃତଦେହ ରଖି ୩୯ ନମ୍ୱର୍ ରାଜ୍ୟ ରାଜପଥ ଅବରୋଧ କରିଥିଲେ । ଉମରକୋଟ ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ଗାଡ଼ି ଚାଳକ ଓ ହେଲେପରଙ୍କୁ ଗିରଫ କରିଥିବାବେଳେ ଘଟଣା ସ୍ଥଳରେ ଉତ୍ତେଜନା ଲାଗି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ