Masthead

ଦୁର୍ଘଟଣାରେ ମା’ ମୃତ, ପୁଅ ଗୁରୁତର

ରାଇକିଆ (ବଡ଼ ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ରାଇକିଆ ବ୍ଳକ ସୁଗଢବାଡୀ ପଞ୍ଚାୟତ କଲୋନୀ ସାହିରେ ମଙ୍ଗଳବାର ସନ୍ଧ୍ୟାରେ ଘଟିଛି ଦୁର୍ଘଟଣା । ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ଗ୍ରାମର କମଳ ଚରଣ ନାୟକ ତାଙ୍କ ମା’ ପୁଷପନ୍ତିଙ୍କ ସହ ବାଇକ୍ରେ ଫିରିଙ୍ଗିଆ ଭଉଣୀଘରକୁ ଯାଇ ଫେରୁଥିଲେ । କଲୋନୀ ସାହିରେ ଗୋଟିଏ ଛୋଟ ଝିଅ ରାସ୍ତାକୁ ଦଉଡି ଆସିବାରୁ ବାଇକ୍ଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ବାଇକ୍ରୁ ପଡ଼ି ପୁଷପନ୍ତିଙ୍କ ମୁଣ୍ଡ ପଥରରେ ବାଜିରୁ ସେ ଗୁରୁତର ହୋଇପଡିଥିଲେ । ତାଙ୍କୁ ରାଇକିଆ ମେଡିକାଲରେ ଭର୍ତ୍ତି କରାଇଥିଲା । ସେଠାରେ ପୁଷପନ୍ତିଙ୍କ ମୃତ୍ୟୁ ହୋଇଥିଲା । କମଳ ମଧ୍ୟ ଦୁର୍ଘଟଣାରେ ଆହତ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା