Masthead

ଦୁର୍ଘଟଣାରେ ମା’ ମୃତ, ପୁଅ ଗୁରୁତର

ରାଇକିଆ (ବଡ଼ ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ରାଇକିଆ ବ୍ଳକ ସୁଗଢବାଡୀ ପଞ୍ଚାୟତ କଲୋନୀ ସାହିରେ ମଙ୍ଗଳବାର ସନ୍ଧ୍ୟାରେ ଘଟିଛି ଦୁର୍ଘଟଣା । ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ଗ୍ରାମର କମଳ ଚରଣ ନାୟକ ତାଙ୍କ ମା’ ପୁଷପନ୍ତିଙ୍କ ସହ ବାଇକ୍ରେ ଫିରିଙ୍ଗିଆ ଭଉଣୀଘରକୁ ଯାଇ ଫେରୁଥିଲେ । କଲୋନୀ ସାହିରେ ଗୋଟିଏ ଛୋଟ ଝିଅ ରାସ୍ତାକୁ ଦଉଡି ଆସିବାରୁ ବାଇକ୍ଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ବାଇକ୍ରୁ ପଡ଼ି ପୁଷପନ୍ତିଙ୍କ ମୁଣ୍ଡ ପଥରରେ ବାଜିରୁ ସେ ଗୁରୁତର ହୋଇପଡିଥିଲେ । ତାଙ୍କୁ ରାଇକିଆ ମେଡିକାଲରେ ଭର୍ତ୍ତି କରାଇଥିଲା । ସେଠାରେ ପୁଷପନ୍ତିଙ୍କ ମୃତ୍ୟୁ ହୋଇଥିଲା । କମଳ ମଧ୍ୟ ଦୁର୍ଘଟଣାରେ ଆହତ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ