Masthead

ରେଲୱେ ବଜେଟରେ ଓଡ଼ିଶାକୁ ୧୦,୫୯୯ କୋଟି ମଞ୍ଜୁର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାକୁ ମିଳିଲା ରେଳ ବଜେଟ ଭାଗ । ୧୦ହଜାର ୫୯୯ କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର । ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏନେଇ ସୂଚନା ଦେଇଛନ୍ତି । ଓଡ଼ିଶାରେ ୧୦ବର୍ଷରେ ୨୦୪୬ ନୁଆ ଟ୍ରାକ୍‌ ନିର୍ମାଣ ହୋଇଛି । ଓଡ଼ିଶାରେ ନବ ନିର୍ମିତ ଟ୍ରାକ୍‌ ମାଲେସିଆରେ ଥିବା ଟ୍ରାକଠୁ ଅଧିକ କହିଛନ୍ତି ଅଶ୍ୱିନୀ । ଓଡ଼ିଶାରେ ଏବେ ୬ଟି ବନ୍ଦେ ଭାରତ ଚାଲିଛି । ରାଜ୍ୟରେ ୭୮ହଜାର କୋଟିର ପ୍ରକଳ୍ପ ନିର୍ମାଣ ଚାଲିଛି । ଓଡ଼ିଶାରେ ୧୮୯୮ କିମି ଟ୍ରାକରେ କବଚ ଲାଗିବା କାମ ସରିଛି । ୫୯ ରେଳ ଷ୍ଟେସନର ନବୀକରଣ ହୋଇଥିବା କହିଛନ୍ତି ରେଳମନ୍ତ୍ରୀ । ଆସନ୍ତା ୬ ବର୍ଷରେ ସାରା ଦେଶରେ କବଚ ଲାଗିବା କାମ ସରିବ । ଅନେକ ନୂଆ ଟ୍ରେନ ଓଡ଼ିଶାକୁ ଗଡ଼ିବ । କୋଲକାତା-ଚେନ୍ନାଇ ୪ ଲେନ୍ କାମ ଶୀଘ୍ର ସରିବ । କୋଲକାତା-ଭଦ୍ରକ କାମ ଜୋରସୋରରେ ଚାଲିଥିବା କହିଛନ୍ତି ରେଳମନ୍ତ୍ରୀ ଅଶ୍ୱିନର ବୈଷ୍ଣବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ