Masthead

ନିଶାସକ୍ତ ଅବସ୍ଥାରେ ରେଳ ଫାଟକ କର୍ମଚାରୀ

ବସ୍ତା (ବଡ଼ ଖବର ବ୍ୟୁରୋ): ନିଶାସକ୍ତ ଅବସ୍ଥାରେ ରେଳ ଫାଟକ କର୍ମଚାରୀ । ବସ୍ତା ରେଳ ଫାଟକରେ ଜଗୁଆଳଙ୍କ ଦାୟିତ୍ବ ହୀନତା ଦେଖିବାକୁ ମିଳିଛି । ହେଲେ ସ୍ଥାନୀୟ ଲୋକଙ୍କ ଉପସ୍ଥିତ ବୁଦ୍ଧି ପାଇଁ ଟଳିଯାଇଛି ଏକ ବଡ଼ ଦୁର୍ଘଟଣା । ଦକ୍ଷିଣ ପୂର୍ବ ରେଳପଥର ଅମର୍ଦ୍ଦାରୋଡ଼ ଓ ବସ୍ତା ଷ୍ଟେସନ ମଧ୍ୟବର୍ତ୍ତୀ ନାରଙ୍ଗାବାଜ ରେଳଫାଟକ ଠାରେ କାର୍ଯ୍ୟରତ ଜଗୁଆଳି ନିଶାସକ୍ତ ଅବସ୍ଥାରେ ଥିବା ବେଳେ, ଫାଟକ ଖୋଲା ଥାଇ ଟ୍ରେନ ଅତିକ୍ରମ କରୁଥିଲା । ଏହା ଦେଖି ସ୍ଥାନୀୟ ଲୋକେ ଆସି ଫାଟକ ପକାଇଥିଲେ । ତେବେ ସ୍ଥାନୀୟ ଲୋକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଗୋଟିଏ ବଡ଼ ଦୁର୍ଘଟଣା ଟଳିଯାଇଥିଲା। ପରେ ଅମର୍ଦ୍ଦାରୋଡ଼ ଷ୍ଟେସନକୁ ଖବର ଦିଆଯିବା ପରେ ରେଳ ବିଭାଗର ଉଚ୍ଚ ପଦସ୍ଥ କର୍ମଚାରୀ ଆସି ପହଞ୍ଚିଥିଲେ । ତେବେ ନିଶାସକ୍ତ ଫାଟକ କର୍ମଚାରୀଙ୍କ ବିରୋଧରେ ଦୃଢ କାର୍ୟ୍ୟାନୁଷ୍ଠାନ ଦାବି କରି ସ୍ଥାନୀୟ ଲୋକେ ରେଳମନ୍ତ୍ରୀ ଅଶ୍ବନୀ ବୈଷ୍ଣବ ଓ ରେଳବିଭାଗର ଅଧିକାରୀଙ୍କୁ ଟୁଇଟ ମାଧ୍ୟମରେ ଅଭିଯୋଗ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା