Masthead

ଦିନିକିଆ ରାୟଗଡ଼ା ଗସ୍ତରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦିନିକିଆ ରାୟଗଡ଼ା ଗସ୍ତରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ । ଭୁବନେଶ୍ୱରରୁ ରେଳରେ ଆସି ରାୟଗଡ଼ାରେ ପହଞ୍ଚିଛନ୍ତି । ରାୟଗଡ଼ା ରେଳ ଷ୍ଟେସନରେ ପହଞ୍ଚିବା ପରେ କିଛି ଯାତ୍ରୀ ସହିତ କଥା ହୋଇଥିଲେ ।

ସେହିଭଳି ଜିଲ୍ଲା ବିଜେପି ପକ୍ଷରୁ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯିବା ପରେ ସର୍କିଟ ହାଉସ ଅଣାଯାଇଥିଲା । ସକାଳ ୯ ଟାରେ ବିଭିନ୍ନ କାର୍ଯ୍ୟକ୍ରମ ଆରମ୍ଭ ହେବ । ସେ ବିଜେପି ପକ୍ଷରୁ ଆୟୋଜିତ ଜନ ଆଶୀର୍ବାଦ ରାଲିରେ ଯୋଗଦାନ କରିବା କାର୍ଯ୍ୟକ୍ରମ ରହିଛି । ସେହିଭଳି ସାଧାରଣ ଲୋକ ଓ ବିଭିନ୍ନ ସଂଗଠନ ସହ ମଧ୍ୟ ଆଲୋଚନା କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି