Masthead

ରାଜଧାନୀ ଏକ୍ସପ୍ରେସ୍ ତେଜସ୍ ରାକକୁ ଆଜି ଉଦଘାଟନ କରିବେ ରେଳମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ପୂର୍ବାହ୍ନ ୧୦ଟା ୪୫ରେ େିଜସ୍ ରାକ୍ମୁକ୍ତ ରାଜଧାନୀ ଏକ୍ସପ୍ରେସକୁ ଉଦଘାଟନ କରିବେ । ରେଳ ଯାତ୍ରାକୁ ସୁଗମ କରିବା ସହ ଯାତ୍ରୀଙ୍କୁ ଅତ୍ୟାଧୁନିକ ସେବା ଯୋଗାଇ ଦେବା ଏହି ତେଜସ୍ ରାକ୍ର ଲକ୍ଷ୍ୟ ।ଅନ୍ୟପଷଯ କଟକ ରେଳଷ୍ଟେସନରେ ପରିଣତ କରିବାପାଇ ଆରମ୍ଭ ହୋଇଥିବା ଉନ୍ନୟନ କାର୍ଯ୍ୟକୁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗତକାଲି ସନ୍ଧ୍ୟାରେ ସମୀକ୍ଷା କରିଛନ୍ତି ।

୩୦୩ କୋଟି ଟଙ୍କା ବ୍ୟୟ ଅଟକଳରେ ଏହାର ବିକାଶ କାର୍ଯ୍ୟ କରାଯାଉଛି ।ଏହାକୁ ଆସନ୍ତା ବର୍ଷେ ମଧ୍ୟରେ ଶେଷ କରିବାପାଇଁ ରେଳମନ୍ତ୍ରୀ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି