Masthead

ଆଜିଠୁ ରାଜ୍ୟରେ ପୁଣି ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ୪ଦିନ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର । ରାଜ୍ୟରେ ପୁଣି ସକ୍ରିୟ ହେବ ମୌସୁମୀ । ୧୩ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଆଜି ସୁନ୍ଦରଗଡ, କେନ୍ଦୁଝର. ମୟୁରଭଞ୍ଜ, ସମ୍ବଲପୁର, ଦେବଗଡ, ଢେଙ୍କାନାଳ, ସୋନପୁର, ଅନୁଗୁଳ, ବଲାଙ୍ଗିର, କନ୍ଧମାଳ ଓ କଳାହାଣ୍ଡି ଆଦି ଜିଲ୍ଲାରେ ବର୍ଷା ସହ ଘଡଘଡି ଓ ବଜ୍ରପାତ ହୋଇପାରେ ।

ସେହିପରି ଆସନ୍ତାକାଲି କେନ୍ଦୁଝର,ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ନୟାଗଡ, ଖୋର୍ଦ୍ଧା,ପୁରୀ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୧୯ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ