Masthead

ଆଜିଠୁ ରାଜ୍ୟରେ ପୁଣି ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ୪ଦିନ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର । ରାଜ୍ୟରେ ପୁଣି ସକ୍ରିୟ ହେବ ମୌସୁମୀ । ୧୩ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଆଜି ସୁନ୍ଦରଗଡ, କେନ୍ଦୁଝର. ମୟୁରଭଞ୍ଜ, ସମ୍ବଲପୁର, ଦେବଗଡ, ଢେଙ୍କାନାଳ, ସୋନପୁର, ଅନୁଗୁଳ, ବଲାଙ୍ଗିର, କନ୍ଧମାଳ ଓ କଳାହାଣ୍ଡି ଆଦି ଜିଲ୍ଲାରେ ବର୍ଷା ସହ ଘଡଘଡି ଓ ବଜ୍ରପାତ ହୋଇପାରେ ।

ସେହିପରି ଆସନ୍ତାକାଲି କେନ୍ଦୁଝର,ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ନୟାଗଡ, ଖୋର୍ଦ୍ଧା,ପୁରୀ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୧୯ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ