Before Header

୩ ଘଣ୍ଟା ପାଇଁ ବର୍ଷା ଆଲର୍ଟ

0 133

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୩ ଘଣ୍ଟା ପାଇଁ ୧୧ ଜିଲ୍ଲାରେ ବର୍ଷା ନେଇ ସତର୍କତା ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା ଭଦ୍ରକ, ରାୟଗଡ଼ା, ଗଜପତି, ଗଂଜାମ, ନବରଙ୍ଗପୁର, କଳାହାଣ୍ଡିକୁ ୱାର୍ଣ୍ଣିଂ ଜାରି କରାଯାଇଛି । ଭୁବନେଶ୍ବରର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି । ପୁରୁଣା ଭୁବନେଶ୍ବର, ଏୟାରପୋର୍ଟ, ଖଣ୍ଡଗିରିରେ ପ୍ରବଳ ବର୍ଷା ହେଉଛି । ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ସୂଚନା ।

Leave A Reply

Your email address will not be published.