Masthead

ପାର୍ବଣକୁ ଫିକା କରିପାରେ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ); ଏଥର ପାର୍ବଣକୁ ଭିଜାଇପାରେ ବର୍ଷା । ଦଶହରା ବେଳକୁ ଏକ ଲଘୁଚାପ ଓଡିଶା ଉପକୂଳ ଆସିପାରେ । ଏହା ପ୍ରଭାବରେ ଅକ୍ଟୋବର ୨୩ରୁ ୨୬ ତାରିଖ ଯାଏଁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଜିଏଫଏସ ଆକଳନ ଅନୁଯାୟୀ ଏକ ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ । ଏହା ଓଡିଶା ମୁହାଁ ହେବା ସହ ସହ ଅକ୍ଟୋବର ୨୪ବେଳକୁ ଓଡିଶା ଉପକୂଳରେ ରହିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା