Masthead

ରାଜ୍ୟରେ ଲାଗି ରହିଛି ବର୍ଷା, ୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ପ୍ରବଳ ବର୍ଷା । ଆଜି ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ୭ଟି ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଏବଂ ସୁନ୍ଦରଗଡ଼ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ଏସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର‌୍ୟ୍ୟନ୍ତ ବର୍ଷା ହୋଇପାରେ।

ସେହିପରି ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂଜାରି ହୋଇଛି । ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ସୋନପୁର, ଅନୁଗୁଳ, କେନ୍ଦୁଝର ଏବଂ ମୟୂରଭଂଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟି ମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଆସନ୍ତାକାଲି ବର୍ଷାର ପରିମାଣ ସାମାନ୍ୟ କମିବ। ଅଧିକାଂଶ ସ୍ଥାନରେ ସାମାନ୍ୟ ବର୍ଷାର ସମ୍ଭାବନା ଥିବା ବେଳେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା