Masthead

ରାଜ୍ୟରେ ଜାରି ରହିଛି ବର୍ଷା

ଭୁୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଏବେ ମୌସୁମୀ ପ୍ରବାହ ସକ୍ରିୟ ରହିଛି । ଆଭ୍ୟନ୍ତରୀଣ ଓଡିଶାର ମଧ୍ୟଭାଗ ଓ ଛତିଶଗଡ ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା ।

କେଉଁଠି ତୁହାକୁ ତୁହା ବର୍ଷୁଛି ତ କେଉଁଠି ଝିପିଝିପି ବର୍ଷା ଲାଗି ରହିଛି । ଆଜି ମଧ୍ୟ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଲାଗି ରହିଛି । ଏଥିପାଇଁ ୧୦ଟି ଜିଲ୍ଲା ମୟୁରଭଞ୍ଜ,କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ସମ୍ବଲପୁର, ବରଗଡ, ଝାରସୁଗୁଡା ଜିଲ୍ଲାକୁ ୟୋଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା