Masthead

ଦଶହରାକୁ ଫିକା କରିପାରେ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦଶହରାକୁ ଫିକା କରିପାରେ ବର୍ଷା । ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆଜି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି । ଏଥିସହ ବଜ୍ରପାତ ସହ ବର୍ଷା ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ତେବେ ଆସନ୍ତାକାଲି ଲଘୁଚାପର ପ୍ରଭାବ ସର୍ବାଧିକ ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

ପ୍ରବଳ ବର୍ଷା ସମ୍ଭାବନା ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କୋରାପୁଟ, ମାଲକାନଗିରିସ, ନବରଙ୍ଗପୁର, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ ଘଡ଼ଘଡ଼ି ସହ ସ୍ୱଳ୍ପ ବର୍ଷା ହୋବର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ