Masthead

୨୨ଯାଏଁ ବର୍ଷା

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ମଧ୍ୟ ବଙ୍ଗୋପସାଗରରେ ଘୁର୍ଣ୍ଣି ବଳୟ ଲଘୁଚାପରେ ପରିଣତ ହେବାକୁ ଯାଉଛି । ଏହାଦ୍ୱାରା ଓଡ଼ିଶା ପ୍ରଭାବିତ ହେବା ସହ ୨୨ ତାରିଖ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି । ପୂର୍ବ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ପ୍ରଭାବ ଦେଖିବାକୁ ମିଳିବ ।୧୪ଜ଼ିଲ୍ଲା ପ୍ରଭାବିତ ହେବ । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସତର୍କ କରାଇ ଦିଆଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡା, ଗଂଜାମ,ଗଜପତି, କେନ୍ଦ୍ରାପଡା, ଜଗତସିଂହପୁର ଜ଼ିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୩ରେ ବର୍ଷା ପରିମାଣ କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ପାଣିପାଗ ବିଭାଗ ଆକଳନ ଅନୁସାରେ ରାଜ୍ୟର ସମସ୍ତ ନଦୀ ଅଵବାହିକାରେ ୨୧ରୁ୨୫ମିଲିମିଟର ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଣି ଅନଲାଇନରେ ମହାପ୍ରସାଦ ବିକ୍ରି 🔴 ସାଲାଇନ ଦେଉଛନ୍ତି ସଫେଇ କର୍ମଚାରୀ  🔴 ‘ପୋଲିସ ଷ୍ଟେଟମେଣ୍ଟ ବଦଳାଇଛି’ 🔴 ଉପ ମୁଖ୍ୟମନ୍ତ୍ରୀଙ୍କ ୨ଟି ଭୋଟର କାର୍ଡକୁ ନେଇ ରାଜନୀତି ସରଗରମ 🔴 ପୁଣି କରଞ୍ଜିଆରେ ହାତୀ ଭୟ 🔴 ଅନ୍ଧବିଶ୍ୱାସ ପାଇଁ ଗାଁ ଛାଡ଼ିଲେ ପରିବାର 🔴 ରାକ୍ଷୀ ପୂର୍ଣ୍ଣିମାରେ ବାଣିଜ୍ୟ ଓ ପରିବହନ ବିଭାଗର ଅଭିନବ ପ୍ରୟାସ 🔴 ଜମିବାଡ଼ି ପାଇଁ ମାଆର ଜୀବନ ନେଲା ପୁଅ 🔴 ୧୩ ରେ ଲଘୁଚାପ ! 🔴 ପୁଣି ଆସୁଛି ଲଘୁଚାପ ! 🔴 ପୁଣି ଅନଲାଇନରେ ମହାପ୍ରସାଦ ବିକ୍ରି 🔴 ସାଲାଇନ ଦେଉଛନ୍ତି ସଫେଇ କର୍ମଚାରୀ  🔴 ‘ପୋଲିସ ଷ୍ଟେଟମେଣ୍ଟ ବଦଳାଇଛି’ 🔴 ଉପ ମୁଖ୍ୟମନ୍ତ୍ରୀଙ୍କ ୨ଟି ଭୋଟର କାର୍ଡକୁ ନେଇ ରାଜନୀତି ସରଗରମ 🔴 ପୁଣି କରଞ୍ଜିଆରେ ହାତୀ ଭୟ 🔴 ଅନ୍ଧବିଶ୍ୱାସ ପାଇଁ ଗାଁ ଛାଡ଼ିଲେ ପରିବାର 🔴 ରାକ୍ଷୀ ପୂର୍ଣ୍ଣିମାରେ ବାଣିଜ୍ୟ ଓ ପରିବହନ ବିଭାଗର ଅଭିନବ ପ୍ରୟାସ 🔴 ଜମିବାଡ଼ି ପାଇଁ ମାଆର ଜୀବନ ନେଲା ପୁଅ 🔴 ୧୩ ରେ ଲଘୁଚାପ ! 🔴 ପୁଣି ଆସୁଛି ଲଘୁଚାପ !