Masthead

୨୨ଯାଏଁ ବର୍ଷା

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ମଧ୍ୟ ବଙ୍ଗୋପସାଗରରେ ଘୁର୍ଣ୍ଣି ବଳୟ ଲଘୁଚାପରେ ପରିଣତ ହେବାକୁ ଯାଉଛି । ଏହାଦ୍ୱାରା ଓଡ଼ିଶା ପ୍ରଭାବିତ ହେବା ସହ ୨୨ ତାରିଖ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି । ପୂର୍ବ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ପ୍ରଭାବ ଦେଖିବାକୁ ମିଳିବ ।୧୪ଜ଼ିଲ୍ଲା ପ୍ରଭାବିତ ହେବ । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସତର୍କ କରାଇ ଦିଆଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡା, ଗଂଜାମ,ଗଜପତି, କେନ୍ଦ୍ରାପଡା, ଜଗତସିଂହପୁର ଜ଼ିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୩ରେ ବର୍ଷା ପରିମାଣ କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ପାଣିପାଗ ବିଭାଗ ଆକଳନ ଅନୁସାରେ ରାଜ୍ୟର ସମସ୍ତ ନଦୀ ଅଵବାହିକାରେ ୨୧ରୁ୨୫ମିଲିମିଟର ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା