Masthead

ଆଜି ଠୁ ପ୍ରବଳ ବର୍ଷିବ

ବଙ୍ଗୋପସାଗର ରେ ଲଘୁଚାପ ସମ୍ଭାବନା,ପ୍ରଭାବ ରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର(ବଡଖବର ବ୍ୟୁରୋ): ଧିରେ ଧିରେ ସକ୍ରିୟ ହେବାକୁ ଲାଗୁଛି ଘୂର୍ଣିବଳୟ । ଏନେଇ ଆସନ୍ତାକାଲି ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା ଦେଖାଦେଇଛି । ବର୍ତ୍ତମାନ ଉତ୍ତର-ପୂର୍ବ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ହେବାରେ ଲାଗିଛି ।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ ବଢିବା ସହ କିଛି ଜିଲ୍ଳାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି

କେନ୍ଦୁଝର,ମୟୁରଭଞ୍ଜ,ବାଲେଶ୍ୱର,ଭଦ୍ରକ,କେନ୍ଦ୍ରାପଡା,କଟକ,ଜଗତସିଂପୁର,ଖୋର୍ଦ୍ଧା,ପୁରୀ,ଗଞ୍ଜାମ,ନୟାଗଡ ପ୍ରଭୃତି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ