ଆଜି ଠୁ ପ୍ରବଳ ବର୍ଷିବ

ବଙ୍ଗୋପସାଗର ରେ ଲଘୁଚାପ ସମ୍ଭାବନା,ପ୍ରଭାବ ରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର(ବଡଖବର ବ୍ୟୁରୋ): ଧିରେ ଧିରେ ସକ୍ରିୟ ହେବାକୁ ଲାଗୁଛି ଘୂର୍ଣିବଳୟ । ଏନେଇ ଆସନ୍ତାକାଲି ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା ଦେଖାଦେଇଛି । ବର୍ତ୍ତମାନ ଉତ୍ତର-ପୂର୍ବ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ହେବାରେ ଲାଗିଛି ।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ ବଢିବା ସହ କିଛି ଜିଲ୍ଳାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି

କେନ୍ଦୁଝର,ମୟୁରଭଞ୍ଜ,ବାଲେଶ୍ୱର,ଭଦ୍ରକ,କେନ୍ଦ୍ରାପଡା,କଟକ,ଜଗତସିଂପୁର,ଖୋର୍ଦ୍ଧା,ପୁରୀ,ଗଞ୍ଜାମ,ନୟାଗଡ ପ୍ରଭୃତି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ