Masthead

ଆଜିଠୁ ବଢିବ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ବଢିବ ବର୍ଷାର ପରିମାଣ । ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ବଲାଙ୍ଗିର, ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଅନୁଗୁଳ, କଟକ, ଖୋର୍ଦ୍ଧା, ପୁରୀ ଜିଲ୍ଲାରେ ବଜୁଳି ଘଡଘଡି ସହ ବର୍ଷା ହେବାର ଆଶଙ୍କା ରହିଛି ।

ପ୍ରବଳ ବର୍ଷା ନେଇ ଆଜି ୯ଟି ଜିଲ୍ଲା ଓ ଆସନ୍ତାକାଲି ପାଇଁ ୭ଟି ଜିଲ୍ଲାକୁ ୟୋଲୋୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଆସନ୍ତାକାଲି ବର୍ଷାର ପରିମାଣ ଅଧିକ ରହିବ ବୋଲି କୁହାଯାଇଛି । ରାଜ୍ୟରେ ଏ ଯ।।ଏଁ ୭୪୩.୮ ମିଲିମିଟରର ବର୍ଷା ରେକର୍ଡ ହୋଇଛି । ଯାହା ସ୍ୱାଭାବିକ ବୃଷ୍ଟିପାତ ତୁଳନାରେ ୧୦ ପ୍ରତିଶତ କମ୍ ଅଟେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ