Masthead

ଆଜିଠୁ ବଢିବ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ବଢିବ ବର୍ଷାର ପରିମାଣ । ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ବଲାଙ୍ଗିର, ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଅନୁଗୁଳ, କଟକ, ଖୋର୍ଦ୍ଧା, ପୁରୀ ଜିଲ୍ଲାରେ ବଜୁଳି ଘଡଘଡି ସହ ବର୍ଷା ହେବାର ଆଶଙ୍କା ରହିଛି ।

ପ୍ରବଳ ବର୍ଷା ନେଇ ଆଜି ୯ଟି ଜିଲ୍ଲା ଓ ଆସନ୍ତାକାଲି ପାଇଁ ୭ଟି ଜିଲ୍ଲାକୁ ୟୋଲୋୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଆସନ୍ତାକାଲି ବର୍ଷାର ପରିମାଣ ଅଧିକ ରହିବ ବୋଲି କୁହାଯାଇଛି । ରାଜ୍ୟରେ ଏ ଯ।।ଏଁ ୭୪୩.୮ ମିଲିମିଟରର ବର୍ଷା ରେକର୍ଡ ହୋଇଛି । ଯାହା ସ୍ୱାଭାବିକ ବୃଷ୍ଟିପାତ ତୁଳନାରେ ୧୦ ପ୍ରତିଶତ କମ୍ ଅଟେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ