Masthead

ପୁଣି ରାଜ୍ୟରେ ସକ୍ରିୟ ହେବ ମୌସୁମୀ, ଆସନ୍ତା କାଲିଠାରୁ ବଢ଼ିବ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୁଣି ରାଜ୍ୟରେ ସକ୍ରିୟ ହେବ ମୌସୁମୀ । ଆସନ୍ତା କାଲିଠାରୁ ରାଜ୍ୟରେ ପ୍ରବଳ ବର୍ଷିପାରେ । ଏବେ ଉତ୍ତର ପୂର୍ବ ବଙ୍ଗୋପସାଗର ଅଞ୍ଚଳେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଜି ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟା ପାଇଁ ଉତ୍ତର ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ଆଜି ବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । କାଲିଠୁ ରାଜ୍ୟରେ ବଢ଼ିବ ବର୍ଷା । ୧୮ ପରେ ଏକ ଲଘୁଚାପ ସୃଷ୍ଟି ଯୋଗୁଁ ପ୍ରବଳରୁ ଅତି ବର୍ଷା ହୋଇପାରେ । କାଲି ୧୩ ଜିଲ୍ଳାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ୱାର୍ଣ୍ଣିଂ । ୧୭ ତାରିଖ ଯାଏ ବିଭିନ୍ନ ଜିଲ୍ଲାକୁ ପ୍ରବଳ ବର୍ଷା ଚେତାବନୀ ଦେଇଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ