Masthead

ପୁଣି ରାଜ୍ୟରେ ସକ୍ରିୟ ହେବ ମୌସୁମୀ, ଆସନ୍ତା କାଲିଠାରୁ ବଢ଼ିବ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୁଣି ରାଜ୍ୟରେ ସକ୍ରିୟ ହେବ ମୌସୁମୀ । ଆସନ୍ତା କାଲିଠାରୁ ରାଜ୍ୟରେ ପ୍ରବଳ ବର୍ଷିପାରେ । ଏବେ ଉତ୍ତର ପୂର୍ବ ବଙ୍ଗୋପସାଗର ଅଞ୍ଚଳେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଜି ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟା ପାଇଁ ଉତ୍ତର ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ଆଜି ବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । କାଲିଠୁ ରାଜ୍ୟରେ ବଢ଼ିବ ବର୍ଷା । ୧୮ ପରେ ଏକ ଲଘୁଚାପ ସୃଷ୍ଟି ଯୋଗୁଁ ପ୍ରବଳରୁ ଅତି ବର୍ଷା ହୋଇପାରେ । କାଲି ୧୩ ଜିଲ୍ଳାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ୱାର୍ଣ୍ଣିଂ । ୧୭ ତାରିଖ ଯାଏ ବିଭିନ୍ନ ଜିଲ୍ଲାକୁ ପ୍ରବଳ ବର୍ଷା ଚେତାବନୀ ଦେଇଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା