Masthead

ରାଜ୍ୟରେ କାଲିଠାରୁ ପୁଣି ଅଧିକାଂଶ ଅଞ୍ଚଳରେ ବଢ଼ିବ ବର୍ଷା, ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମି ବାୟୁ । ମୌସୁମି ଟ୍ରାପ ଲାଇନ ସହ ଜଡ଼ିତ ଲଘୁଚାପ କ୍ଷେତ୍ର ଦକ୍ଷିଣ ପୁର୍ବ ରାଜସ୍ଥାନ ଓ ସଂଲଗ୍ନ ପଶ୍ଚିମ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ରହିଛି । ପାଣିପାଗର ନିୟାମକ ପ୍ରଭାବରେ ରାଜ୍ୟରେ କାଲିଠାରୁ ପୁଣି ଅଧିକାଂଶ ଅଞ୍ଚଳରେ ବଢିବ ବର୍ଷା । ୧୯ ତାରିଖରେ ବଢିବ ବର୍ଷାର ପରିମାଣ । ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ପାଇଁ ୮ଟି ଜିଲ୍ଳା ଗଜପତି, ଗଞ୍ଜାମ, କନ୍ଧମାଳ, କଟକ, ଢେଙ୍କାନାଳ, ଯାଜପୁର,ରାୟଗଡ଼ା ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା କାଲି ପ୍ରବଳ ବର୍ଷା ପାଇଁ ୧୩ ଜିଲ୍ଲାକୁ ୟେଲୋ ଜେତାବନୀ ଜାରି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ