Masthead

ରାଜ୍ୟରେ ବଢିବ ବର୍ଷା ପରିମାଣ, ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟରେ ବଢିବ ବର୍ଷା ପରିମାଣ । ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ । ପଶ୍ଚିମବଙ୍ଗର ଦିଘାରୁ ଦକ୍ଷିଣ ପଶ୍ଚିମ ଦିଗରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଯାଏଁ ଲମ୍ବିଛି ମୌସୁମୀ ନିମ୍ନ ଚାପରେଖା । ଏହା ପ୍ରଭାବରେ ଆଜି ଉତ୍ତର, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ । ୧୮ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ହେବା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆସନ୍ତା ୨ ଦିନ ସାରା ରାଜ୍ୟରେ ହାଲୁକାରୁ ମାଧ୍ୟମ ଧରଣର ବର୍ଷା ହେବ । ମୁଖ୍ୟତଃ ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ । ଉତ୍ତର ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲା ପାଇଁ ବିଜୁଳି ଘଡ଼ଘଡ଼ି ଜନିତ ବର୍ଷା ହେବ । କାଲିଠୁ ଅତି ପ୍ରବଳ ବର୍ଷା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ଗତକାଲି କିଛି ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା