Masthead

୨୩ରୁ ବଢ଼ିବ ବର୍ଷା, ୨୪ରେ ଲଘୁଚାପ!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ୨୪ ତାରିଖ ବେଳକୁ ଏହା ଲଘୁଚାପ ରୂପ ନେଇପାରେ । ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ଅଛି । ସୋମବାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ାରେ ଅଧିକ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

୨୧ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୨୨ ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ାରେ ଅଧିକ ବର୍ଷା ହୋଇପାରେ ।

ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୨୩ ତାରିଖରେ ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ