ମାଡ଼ି ଆସୁଛି କାଳବୈଶାଖୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମାଡ଼ି ଆସୁଛି କାଳବୈଶାଖୀ । ରାଜ୍ୟରେ ଗତ ସପ୍ତାହେ ହେବ ସନ୍ଧ୍ୟା ହେବା ମାତ୍ରେ କାଳବୈଶାଖୀ ମାଡ଼ି ଆସୁଛି । ୧୦ରୁ ଅଧିକ ଜିଲ୍ଲାରେ ଗତ ୨୪ ଘଣ୍ଟା ମଧ୍ୟରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହି ସମୟରେ ୩୦ରୁ ୪୦ କିମି ବେଗରେ ପବନ ହେବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଚଂଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ମୟୁରଭଞ୍ଜ, ଯାଜପୁର, ଭଦ୍ରକ, ରାୟଗଡ଼ା, କନ୍ଧମାଳ ଓ କେନ୍ଦୁଝର ଜିଲ୍ଲା ଗୁଡ଼ିକରେ ଗତ ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!