Masthead

ଝୁଲନ୍ତା ଶବ ଉଦ୍ଧାର

ରାଇରଙ୍ଗପୁର(ବଡ଼ ଖବର ବ୍ୟୁରୋ): ମନ୍ଦିର ପରିସରରେ ଥିବା ଏକ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଏହି ଘଟଣା ଦେଖିବାକୁ ମିଳିଛି ରାଇରଙ୍ଗପୁର ସହରର ମୁର୍ମୁଛକ ନିକଟ ପୁରନେଶ୍ୱର ମହାଦେବ ମନ୍ଦିରରେ । ସକାଳେ ସ୍ଥାନୀୟ ଲୋକେ ମୃତଦେହ ଗଛରେ ଝୁଲୁଥିବା ଦେଖି ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି । ତଦନ୍ତରୁ ଏହା ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି । ମୃତକର ପରିଚୟ ମିଳି ନ ଥିଲା ବେଳେ ବାରିପଦାରୁ ସାଇଣ୍ଟିଫିକ ଦଳ ଆସୁଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ