Masthead

ଝୁଲନ୍ତା ଶବ ଉଦ୍ଧାର

ରାଇରଙ୍ଗପୁର(ବଡ଼ ଖବର ବ୍ୟୁରୋ): ମନ୍ଦିର ପରିସରରେ ଥିବା ଏକ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଏହି ଘଟଣା ଦେଖିବାକୁ ମିଳିଛି ରାଇରଙ୍ଗପୁର ସହରର ମୁର୍ମୁଛକ ନିକଟ ପୁରନେଶ୍ୱର ମହାଦେବ ମନ୍ଦିରରେ । ସକାଳେ ସ୍ଥାନୀୟ ଲୋକେ ମୃତଦେହ ଗଛରେ ଝୁଲୁଥିବା ଦେଖି ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି । ତଦନ୍ତରୁ ଏହା ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି । ମୃତକର ପରିଚୟ ମିଳି ନ ଥିଲା ବେଳେ ବାରିପଦାରୁ ସାଇଣ୍ଟିଫିକ ଦଳ ଆସୁଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା