Masthead

 ଆଜି ରଜ ସଂକ୍ରାନ୍ତି ବା ମିଥୁନ ସଂକ୍ରାନ୍ତି

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ଏବେ ପାରମ୍ପରିକ ପର୍ବ ଓ ରାଜ୍ୟର ଗଣପର୍ବ ରଜର ମାହୋଲ। ଚାରିଆଡ ଉତ୍ସବମୁଖର। ଆଜି ରଜର ଦ୍ବିତୀୟ ଦିନ । ଏହାକୁ ରଜ ସଂକ୍ରାନ୍ତି ବା ମିଥୁନ ସଂକ୍ରାନ୍ତି ବୋଲି କୁହାଯାଏ । ତିନିଦିନ ଧରି ପାଳିତ ହେଉଥିବା ଏହି ଗଣପର୍ବର ଆଜି ଦ୍ବିତୀୟ ଦିନ । ଏହି ସଂକ୍ରାନ୍ତିକୁ ଦେଶର ବିଭିନ ସ୍ଥାନରେ ଅଲଗା ନାମରେ ପାଳିତ ହୋଇଥାଏ ।

ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ। ରଜ ଶବ୍ଦର ଅର୍ଥ ‘ରଜବତୀ’ ହେବା। ଧରିତ୍ରୀକୁ ମା’ ଭାବରେ ବିବେଚନା କରାଯାଏ ଓ ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ। ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜା କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି