Masthead

୧୨ ବଖରା ଜଳିଗଲା

ରାଜନଗର ( ବଡ଼ଖବର ବ୍ୟୁରୋ): ରାଜନଗର କଚେରୀ ପୋଖରୀ ନିକଟରେ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ୪ଟି ପରିବାରର ୧୨ବଖରା ଜଳିପୋଡି ପାଉଁଶ ହୋଇଯାଇଛି । ହଠାତ ଗୋଟିଏ ଖଞ୍ଜାରେ ନିଆଁ ଲାଗିଯାଇଥିଲା । ଘରଟି ଚାରିପଟୁ ଜଳି ଉଠିଥିଲା । ଲୋକେ ନିଆଁକୁ ଆୟତ କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ଘର ଭିତରେ ନିଆଁର ତେଜ ଅନ୍ୟ ଏକ ଖଞ୍ଜାକୁ ପ୍ୟାପୀଥିଲା ।ଘର ଭିତରେ ଗ୍ୟାସ ଟାଙ୍କି ଥିବାରୁ ସାଧାରଣ ଲୋକ ପାଖକୁ ଯିବାକୁ ଭୟ କରିଥିଲେ । ଖବର ପାଇ ରାଜନଗର ଅଗ୍ନିଶମ ବାହିନୀ ପହଁଞ୍ଚି ନିଆଁକୁ ଆୟତ କରିଛି । ଘରେ ଥିବା କୌଣସି ଜିନିଷ ଉଦ୍ଧାର କରାଯାଇ ପାରିନାହିଁ । ସମସ୍ତ ଆସବାବପତ୍ର ଜଳିପୋଡି ପାଉଁଶ ହୋଇଯାଇଛି । ଏହା ସହ ଭଡାଟିଆଙ୍କ ନଗଦ ଟଙ୍କା ପୋଡି ଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ED ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗିରଫ 🔴 ଭିଜିଲାନ୍ସ ଜାଲରେ ଗ୍ରାମୀଣ ଉନ୍ନୟନ ବିଭାଗ ମୁଖ୍ୟଯନ୍ତ୍ରୀ 🔴 ଚୀନ ସିସିଟିଭିକୁ ଭାରତରେ ନା 🔴 ଖୁବଶୀଘ୍ର ପିଓକେ ଆମର ହେବ 🔴 ଶୀତଳଷଷ୍ଠୀ କୁ ୫୦ଲକ୍ଷ ଅନୁଦାନ 🔴 ୪୦ ବର୍ଷ ପରେ ମାଓ ମୁକ୍ତ ହେଲା ବସ୍ତର 🔴 ନିଶାସକ୍ତ ପୁଅର ନୃଶଂସକାଣ୍ଡ, କୋଦାଳରେ ହାଣି ମା’କୁ କଲା ହତ୍ୟା 🔴 କେନାଲ ବନ୍ଧ ସହ ମାଟି ତାଡିନେଲେ ମାଟି ମାଫିଆ 🔴 ଟ୍ରମ୍ପ୍ ଓ ଏଲନ୍ ମସ୍କଙ୍କ ସମ୍ପର୍କରେ ଫାଟ 🔴 ଅବପାତରେ ପରିଣତ ହେଲା ଲଘୁଚାପ 🔴 ED ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗିରଫ 🔴 ଭିଜିଲାନ୍ସ ଜାଲରେ ଗ୍ରାମୀଣ ଉନ୍ନୟନ ବିଭାଗ ମୁଖ୍ୟଯନ୍ତ୍ରୀ 🔴 ଚୀନ ସିସିଟିଭିକୁ ଭାରତରେ ନା 🔴 ଖୁବଶୀଘ୍ର ପିଓକେ ଆମର ହେବ 🔴 ଶୀତଳଷଷ୍ଠୀ କୁ ୫୦ଲକ୍ଷ ଅନୁଦାନ 🔴 ୪୦ ବର୍ଷ ପରେ ମାଓ ମୁକ୍ତ ହେଲା ବସ୍ତର 🔴 ନିଶାସକ୍ତ ପୁଅର ନୃଶଂସକାଣ୍ଡ, କୋଦାଳରେ ହାଣି ମା’କୁ କଲା ହତ୍ୟା 🔴 କେନାଲ ବନ୍ଧ ସହ ମାଟି ତାଡିନେଲେ ମାଟି ମାଫିଆ 🔴 ଟ୍ରମ୍ପ୍ ଓ ଏଲନ୍ ମସ୍କଙ୍କ ସମ୍ପର୍କରେ ଫାଟ 🔴 ଅବପାତରେ ପରିଣତ ହେଲା ଲଘୁଚାପ