Masthead

୧୨ ବଖରା ଜଳିଗଲା

ରାଜନଗର ( ବଡ଼ଖବର ବ୍ୟୁରୋ): ରାଜନଗର କଚେରୀ ପୋଖରୀ ନିକଟରେ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ୪ଟି ପରିବାରର ୧୨ବଖରା ଜଳିପୋଡି ପାଉଁଶ ହୋଇଯାଇଛି । ହଠାତ ଗୋଟିଏ ଖଞ୍ଜାରେ ନିଆଁ ଲାଗିଯାଇଥିଲା । ଘରଟି ଚାରିପଟୁ ଜଳି ଉଠିଥିଲା । ଲୋକେ ନିଆଁକୁ ଆୟତ କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ଘର ଭିତରେ ନିଆଁର ତେଜ ଅନ୍ୟ ଏକ ଖଞ୍ଜାକୁ ପ୍ୟାପୀଥିଲା ।ଘର ଭିତରେ ଗ୍ୟାସ ଟାଙ୍କି ଥିବାରୁ ସାଧାରଣ ଲୋକ ପାଖକୁ ଯିବାକୁ ଭୟ କରିଥିଲେ । ଖବର ପାଇ ରାଜନଗର ଅଗ୍ନିଶମ ବାହିନୀ ପହଁଞ୍ଚି ନିଆଁକୁ ଆୟତ କରିଛି । ଘରେ ଥିବା କୌଣସି ଜିନିଷ ଉଦ୍ଧାର କରାଯାଇ ପାରିନାହିଁ । ସମସ୍ତ ଆସବାବପତ୍ର ଜଳିପୋଡି ପାଉଁଶ ହୋଇଯାଇଛି । ଏହା ସହ ଭଡାଟିଆଙ୍କ ନଗଦ ଟଙ୍କା ପୋଡି ଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା