Masthead

ପୂର୍ବତନ ବିଧାୟକ ଅଲେଖ ଜେନାଙ୍କୁ ଟିକେଟ ନଦେଲେ ଇସ୍ତଫା ଦେବେ କର୍ମୀ

ପଟ୍ଟାମୁଣ୍ଡାଇ (ବଡ଼ ଖବର ବ୍ୟୁରୋ): ରାଜନଗର ବିଜେପିରେ ଥମୁନି ପ୍ରତିବାଦର ସ୍ୱର । ବିଜେପି ପକ୍ଷରୁ ନଗାଗତ ଲଲିତ ବେହେରାଙ୍କୁ ଟିକେଟ ଦିଆଯିବା ପରେ ବିଜେପିରେ ତେଜିବାରେ ଲାଗିଛି ଗୋଷ୍ଠୀ କନ୍ଦଳ । ପୂର୍ବତନ ବିଧାୟକ ଅଲେଖ ଜେନାଙ୍କୁ ଦଳ ପ୍ରାର୍ଥୀ କରୁବୋଲି ଦାବି କରି ବିଜେପି କାର୍ଯ୍ୟକର୍ତ୍ତା ଓ କର୍ମୀ ପଟ୍ଟାମୁଣ୍ଡାଇ ବ୍ଲକ ଗଙ୍ଗାରାମପୁର ପଂଚାୟତ ମା ଛୁଆଳିଆଙ୍କ ଶକ୍ତିପିଠରେ ଏକାଠି ହେଲେ ହଜାର ହଜାର କର୍ମୀ । ପୁର୍ନବିଚାର ନକଲେ କାର୍ଯ୍ୟକର୍ତ୍ତା ଓ କର୍ମୀ ଦଳରୁ ଇସ୍ତଫା ଦେବେ ବୋଲି ଚେତାବନୀ ଦେଇଛନ୍ତି । ଯଦି ରାଜ୍ୟନେତୃତ୍ୱ ପ୍ରାର୍ଥୀ ପରିବର୍ତ୍ତପ ନକରନ୍ତି ତେବେ ହଜାର ସଂଖ୍ୟାରେ କାର୍ଯ୍ୟକର୍ତ୍ତା ଓ କର୍ମୀ ସମୂହ ଇସ୍ତଫା ଦେବେ ବୋଲି ଘୋଷଣା କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା