Masthead

୩୫ ଫୁଟ ଗଭୀର ବୋରୱେଲକୁ ଖସି ପଡ଼ିଲା ୨ ବର୍ଷର ଶିଶୁକନ୍ୟା

ରାଜସ୍ଥାନ (ବଡ଼ ଖବର ବ୍ୟୁରୋ): ରାଜସ୍ଥାନର ଦୌସା ସହରର ବାନ୍ଦିକୁଇରେ ବୋରୱେଲ ଟ୍ରାଜେଡି । ଖେଳୁଥିବାବେଳେ ୩୫ ଫୁଟ ଗଭୀର ବୋରୱେଲକୁ ଖସି ପଡ଼ିଲା ୨ ବର୍ଷର ଶିଶୁକନ୍ୟା । ଚାଲିଛି ଉଦ୍ଧାର କାର୍ଯ୍ୟ, ଶିଶୁକୁ ଉଦ୍ଧାର ପାଇଁ ରାତି ତମାମ ରେସ୍କ୍ୟୁ ଅପରେସନ ଜାରି ରଖିଛି ଏସଡିଆରଏଫ ଓ ଏନଡିଆରଏଫ ଟିମ୍ ।

ସ୍ବତନ୍ତ୍ର କ୍ୟାମେରା ଜରିଆରେ ଶିଶୁଟିର ଗତିବିଧି ଉପରେ ନଜର ରଖିଛି ଉଦ୍ଧାରକାରୀ ଦଳ । ଶିଶୁଟି ହଲଚଲ ହେଉଥିବା ଏହି କ୍ୟାମେରାର ଦୃଶ୍ୟରେ ଦେଖିବାକୁ ମିଳିଛି । ଉଦ୍ଧାରକାର୍ୟ୍ୟ ଜୋରସୋରରେ ଚାଲିଥିବା ବେଳେ ଶିଶୁଟିକୁ ଖୁବଶୀଘ୍ର ଜୀବନ୍ତ ଭାବେ ଉଦ୍ଧାର କରାଯିବ ବୋଲି ଅଧିକାରୀ ମାନେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ