Masthead

ଆଜି ରାଜସ୍ଥାନକୁ ମିଳିପାରେ ନୂଆ ମୁଖ୍ୟମନ୍ତ୍ରୀ

ରାଜସ୍ଥାନ (ବଡ଼ ଖବର ବ୍ୟୁରୋ): ଆଜି ଘୋଷଣା ହେବ ରାଜସ୍ଥାନ ମୁଖ୍ୟମନ୍ତ୍ରୀଙ୍କ ନାଁ । ବିଧାୟକ ଦଳ ବୈଠକ ପାଇଁ ସବୁ ବିଧାୟକଙ୍କୁ ଜୟପୁର ଡକାଇଛି ବିଜେପି । ବୈଠକ ପୂର୍ବରୁ ବିଧାୟକଙ୍କ ସହ ହୋଇପାରେ ୱାନ-ଟୁ- ୱାନ ଆଲୋଚନା । ଛତିଶଗଡ଼ରେ ଆଦିବାସୀ ବର୍ଗର ବିଷ୍ଣୁଦେଓ ସାଏଙ୍କୁ ଦଳ ମୁଖ୍ୟମନ୍ତ୍ରୀ ବାଛିବା ଏବଂ ମଧ୍ୟପ୍ରଦେଶରେ ଚକିତ କରାଇ ଏକ ନୂଆ ଚେହେରାକୁ ମୁଖ୍ୟମନ୍ତ୍ରୀ କରାଇବା ପରେ ରାଜସ୍ଥାନରେ ମଧ୍ୟ ଏଭଳି କିଛି ନିଷ୍ପତ୍ତି ନିଆଯାଇପାରେ ବୋଲି ଚର୍ଚ୍ଚା ହେଉଛି ।

ସରୁନି ରାଜସ୍ଥାନ ସିଏମ ସସପେନ୍ସ । କିଏ ହେବ ମୁଖ୍ୟମନ୍ତ୍ରୀ ଛିଣ୍ଡୁନି ଅଙ୍କ କଷା । ୟାରି ଭିତରେ ବିଜେପି ପାଇଁ ଆଡୁଆ ସାଜିଛନ୍ତି ବସୁନ୍ଧରା ରାଜେ ସିନ୍ଧିଆ । ଗୋଟେ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ କରିବାକୁ ଦାବି କରିଛନ୍ତି ବସୁନ୍ଧରା । ଏଥିସହ ବିଧାୟକଙ୍କ ସହ ବୈଠକ କରି ଖୋଲା ଚ୍ୟାଲେଞ୍ଜ କରିଛନ୍ତି । ବାଚସ୍ପତି ପଦ ପାଇଁ ମଧ୍ୟ ମନା କରିଦେଇଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ