Masthead

ରାଜସ୍ଥାନର ଲୋକମାନେ ରାଜସ୍ଥାନ ସରକାରଙ୍କୁ ଶିକ୍ଷା ଦେବେ: ଜେପି ନଡ୍ଡା

ରାଜସ୍ଥାନ (ବଡ଼ ଖବର ବ୍ୟୁରୋ): ମଣିପୁର ଭଳି ରାଜସ୍ଥାନରେ ଦେଖିବାକୁ ଲଜ୍ଜା । ଯାହାକୁ ନେଇ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି । ଜଣେ ମହିଳାଙ୍କୁ ଶାଶୁଘର ଲୋକେ ନିବସ୍ତ୍ର କରିବା ସହିତ ଗାଁ ବୁଲାଇଛନ୍ତି । ଏହାକୁ ନେଇ ବିଜେପି ଜାତୀୟ ସଭାପତି ଜେପି ନାଡା ରାଜସ୍ଥାନ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ ରାଜସ୍ଥାନରେ ଶାସନ ଅଭାବ ରହିଛି। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ରାଜ୍ୟ ପ୍ରତି ଧ୍ୟାନ ଦେବା ପରିବର୍ତ୍ତେ ଦିଲ୍ଲୀର ହାଇକମାଣ୍ଡଙ୍କୁ ଖୁସି କରିବାକୁ ଚେଷ୍ଟା କରୁଛନ୍ତି ।

ଜେପି ନଡ୍ଡା ଏକ୍ସ( ପୂର୍ବରୁ ଟ୍ୱିଟର)ରେ ଲେଖିଛନ୍ତି ରାଜସ୍ଥାନ ପ୍ରତାପଗଡ଼ର ଭିଡିଓ ଆଶ୍ଚର୍ଯ୍ୟ କଲା ଭଳି ହୋଇଛି । ୟା ଠାରୁ ଭି ଆହୁରି ଖରାପ ହେଉଛି ରାଜସ୍ଥାନର ଶାସନ ବ୍ୟବସ୍ଥା । ନାଡା ଆହୁରି ଲେଖିଛନ୍ତି, “ଏହା ଆଶ୍ଚର୍ୟ୍ୟଜନକ ନୁହେଁ ଯେ ରାଜ୍ୟରେ ମହିଳାଙ୍କ ସୁରକ୍ଷା ପ୍ରସଙ୍ଗକୁ ସମ୍ପୂର୍ଣ୍ଣ ଭାବେ ଅଣଦେଖା କରାଯାଉଛି। ପ୍ରତିଦିନ କିଛି ନା କିଛି ମହିଳାଙ୍କ ପ୍ରତି ହେଉଥିବା ନିର୍ଯାତନା ଘଟଣା ସାମ୍ନାକୁ ଆସୁଛି। ରାଜସ୍ଥାନର ଲୋକମାନେ ରାଜସ୍ଥାନ ସରକାରଙ୍କୁ ଶିକ୍ଷା ଦେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା