Masthead

ଆରପାରିରେ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆରପାରିରେ ବିଜେଡି ବିଧାୟକ । ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ । ୬୮ ବର୍ଷ ବୟସରେ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ହୋଇଛି । ଚେନ୍ନାଇର ଏକ ଘରୋଇ ହସ୍ପିଟାଲର କଲେ ଶେଷ ନିଶ୍ୱାସ ତ୍ୟାଗ । ରୋଗରେ ପୀଡିତ ହୋଇ ଚେନ୍ନାଇରେ ଚିକିତ୍ସିତ ହେଉଥିଲେ । ଚାରି ଚାରି ଥର ବିଧାୟକ ଥିଲେ ରାଜେନ୍ଦ୍ର । ପୂର୍ବ ସରକାର ସମୟରେ ଯୋଜନା ଓ ସଂଯୋଜନା ମନ୍ତ୍ରୀ ବି ରହିଥିଲେ । ତାଙ୍କର କିଛିଦିନ ପୂର୍ବରୁ ହାର୍ଟ ଟ୍ରାସପ୍ଲାଣ୍ଟ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ