Masthead

ରଜନୀକାନ୍ତ@ରାଜନୀତି

ଚେନ୍ନାଇ(ବଡ଼ ଖବର ବ୍ୟୁରୋ): ତାମିଲ ସୁପରଷ୍ଟାର ରଜନୀକାନ୍ତ ନୂଆବର୍ଷରୁ ରାଜନୀତିରେ ପ୍ରବେଶ କରିବେ ବୋଲି ପୂର୍ବରୁ ଘୋଷଣା କରିଥିଲେ। ଏବେ ସେ ନିଷ୍ପତ୍ତି ବଦଳାଇଛନ୍ତି। ସେ ରାଜନୀତି କରିବେ ନାହିଁ ବୋଲି ମଙ୍ଗଳବାର ଘୋଷଣା କରିଛନ୍ତି। ସ୍ୱାସ୍ଥ୍ୟଖରାପ ଥିବାରୁ ସେ ଏହା କହିଛନ୍ତି। ଯଦିଓ ସେ ରାଜନୀତି କରିବେ ନାହିଁ, ଲୋକଙ୍କ ପାଇଁ କାମ କରିବେ ବୋଲି କହିଛନ୍ତି। ରଜନୀକାନ୍ତ ରାଜନୀତିରେ ସକ୍ରିୟ ରହିବା ଲାଗି ଦଳ ଗଠନ କରିବେ ବୋଲି ଗତ ୩ ତାରିଖରେ ସେ ଘୋଷଣା କରିଥିଲେ।

ଆସନ୍ତା ୩୧ ତାରିଖରେ ସେ ଦଳ ସମ୍ପର୍କରେ ଘୋଷଣା କରିବେ । ନୂଆବର୍ଷରେ ଏହାର ଶୁଭାରମ୍ଭ କରିବେ ବୋଲି କହିଥିଲେ। ୨୦୨୧ ବିଧାନସଭା ନିର୍ବାଚନରେ ତାଙ୍କ ଦଳ ପ୍ରାର୍ଥୀ ଦେବ ବୋଲି ସେ କହିଛନ୍ତି। ନିକଟରେ ସେ ଉଚ୍ଚ ରକ୍ତଚାପ ଯୋଗୁ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମଙ୍ଗଳବାର ସେ ଏପରି ଘୋଷଣା କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା