Masthead

ରାଜକନିକା ଥାନା ଘେରିଲା କଂଗ୍ରେସ

କେନ୍ଦ୍ରାପଡା (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ କେନ୍ଦ୍ରାପଡ଼ା ଜିଲ୍ଲାରେ ଆଇନ୍ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି । ସ୍ପଷ୍ଟ ଦିବାଲୋକରେ ଲୁଟ, ହତ୍ୟା, ଅପହରଣ ଆଦି ଘଟଣା ବଢ଼ି ଚାଲିଛି । ଯାହାର ପ୍ରମାଣ ଗତ ଜୁଲାଇ ଦଶ ତାରିଖ କାଳିକାପୁର ଛକ ନିକଟରେ ସୁଧାଂଶୁ ବିଶ୍ୱାଳ ଗଳା କାଟି ହତ୍ୟା ଘଟଣା ହେଉ କି ଦେଓଗାଁ ନାବାଳିକା ଅଙ୍କିତା ଅପହରଣ ଘଟଣା ହେଉ ।

ଏହାର ଦୀର୍ଘ ଦିନ ପରେବି ରାଜକନିକା ପୋଲିସ କାର୍ଯ୍ୟନୁଷ୍ଠାନ ଶୂନ । ଯାହାକୁ ବିରୋଧ କରି ରାଜକନିକା ବ୍ଲକ କଂଗ୍ରେସ ଡାକରାରେ ଆଳି ନିର୍ବାଚନ ମଣ୍ଡଳୀ କଂଗ୍ରେସ ପକ୍ଷରୁ ରାଜକନିକା ଥାନା ଘେରାଉ କରାଯାଇଛି ଆଗାମୀ ଦିନରେ ଓଡିଶା ପୋଲିସ ଡିଜି ଓ ଉଚ୍ଚ ନ୍ୟାୟଳୟର ଦ୍ୱାରସ୍ଥ ହେବ ବୋଲି କଂଗ୍ରେସ କହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା