Masthead

ସବୁ ନିଷ୍ପତ୍ତି ମୁଖ୍ୟମନ୍ତ୍ରୀଙ୍କ ଉପରେ ନିର୍ଭର କରେ: ରାଜକିଶୋର ଦାସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମେ’ ୫ରେ ଓଡ଼ିଶା ଆସୁଛନ୍ତି ନୀତିଶ କୁମାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବା ନେଇ ଚର୍ଚ୍ଚା ହେଉଛି । ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ବିଧାୟକ ରାଜକିଶୋର ଦାସ । ସେ କହିଛନ୍ତି, ପୂର୍ବରୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆସି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଭେଟନ୍ତି। ସବୁ ନିଷ୍ପତ୍ତି ମୁଖ୍ୟମନ୍ତ୍ରୀଙ୍କ ଉପରେ ନିର୍ଭର କରେ। ମୁଖ୍ୟମନ୍ତ୍ରୀ ଯାହା ନିଷ୍ପତ୍ତି ନେବେ ତାହା ହିଁ ସମସ୍ତଙ୍କ ପାଇଁ ସର୍ବୋଚ୍ଚ। ସବୁ କଥା ତାଙ୍କ ନିଷ୍ପତ୍ତି ମୁଖ୍ୟମନ୍ତ୍ରୀ ଡିଶିଜନ ଉପରେ ନିର୍ଭର କରେ। ଓଡ଼ିଶା ରାଜନୀତି ହେଉ ଅବା ଜାତୀୟ ରାଜନୀତି ତାଙ୍କ ନିଷ୍ପତ୍ତି ଉପରେ ନିର୍ଭର କରେ । ଆମେ ନିଷ୍ପତ୍ତିକୁ ଅପେକ୍ଷା କରିଛୁ। ଯେଉଁ ନିଷ୍ପତ୍ତି ହେବ ତାକୁ ଆମେ ପାଳନ କରିବୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ